ରମିୟ 3:25 - ସତିଅର୍ ବାଟ୍ ନୁଆ ନିୟମ୍ 202025 ପରମେସର୍ ଜିସୁକେ ଦାନ୍କଲା, ଜେନ୍ତିକି ତାର୍ ମରନ୍, ତାକେ ବିସ୍ବାସ୍ କର୍ବା ଲକ୍ମନର୍ ପାପ୍ କେମାର୍ ବାଟ୍ ଦେକାଇସି । ସେ ନିଜର୍ ଦରମ୍ ଅଇଲାଟା ଦେକାଇବାକେ ଏଟା କଲା । ସେ ସବୁ ମୁର୍ଚିକରି ଲକ୍ମନ୍ ଆଗ୍ତୁ କରିରଇବା ପାପ୍ ଦାରେ ନାଇ । အခန်းကိုကြည့်ပါ။ |
ନଅର୍ ବିସଇ ବାବିଦେକା । ତାର୍ ବିସ୍ବାସର୍ ଲାଗି ପଚ୍କେ ଅଇବା ବିସଇ ପର୍ମେସର୍ ତାକେ ଜାଗ୍ରତ୍ କରାଇଲାକେ, ସେ କାତା, ସେ ଏଲାକରେ ନାଇ । ତାର୍ ଆଗ୍ତୁ ସେ ସେନ୍ତାରିଟା କାଇଟା ନ ଦେକିରଇଲେ ମିସା, ସେ ବିସ୍ବାସ୍ କଲା । ତାର୍ପଚେ ସେ ଆରି ତାର୍ କୁଟୁମ୍ ରକିଆ ପାଇବାକେ ଗଟେକ୍ ବଡ୍ ଡଙ୍ଗା ତିଆର୍ କଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ଲକ୍ ବଲି ଏଜ୍ଲା, ମାତର୍ ବିନ୍ଲକ୍ମନ୍କେ ଦସି କଲା ।