3 ତେବେ କାଇଟା ଅଇସି ? ଜିଉଦିମନର୍ ବିତ୍ରେଅନି କେତେ ଲକ୍ ବିସ୍ବାସ୍ ନ କଲେ ପରମେସର୍ କାତା ଦେଇରଇବାଟା ପୁରାପୁରୁନ୍ ନ ଅଏ କି ?
ସରଗ୍ ଆରି ମଚ୍ପୁର୍ କୁରୁପ୍ନାସ୍ ଅଇଜାଇସି, ମାତର୍ ମର୍ ସବୁ ବାକିଅ କେବେ ମିଚ୍ ନ ଅଏ ।
“ତାର୍ ମନ୍ ବିତ୍ରେ ରଇଲା ପୁରାପୁରୁନ୍ ଜିବନ୍ ଦୁକାଇବା ତେଇଅନି ଆମେ ସବୁ ଆସିର୍ବାଦ୍ ପାଇଆଚୁ । ଉଁ, ଆସିର୍ବାଦର୍ ପଚେ ଆସିର୍ବାଦ୍ ପାଇଆଚୁ ।
ମାତର୍ ସୁବ୍କବର୍ ଜାନାଇବାଟାନେ ସବୁ ଲକ୍ ମାନତ୍ ନାଇ । ସେଟାର୍ ପାଇ ଜିସାଇୟ ଲେକ୍ଲା ଆଚେ, “ଏ ମାପ୍ରୁ, ଆମେ କଇଲା କାତା ସୁନିକରି କେ ବିସ୍ବାସ୍ କରତ୍ନାଇ ।”
କାଇକେବଇଲେ ପର୍ମେସର୍ ଜନ୍ ଲକ୍ମନ୍କେ ବାଚିକରି ଆସିର୍ବାଦ୍ କର୍ସି, ସେ ଦାନ୍ ଦେବାକେ ଜାଗର୍ତା ରଇସି ।
ପରମେସର୍ ତାର୍ କାତା ଦେଇରଇଲାଟା ପୁରାପୁରୁନ୍ କରେନାଇ ବଲି ମୁଇ କଇନାଇ । କାଇକେବଇଲେ ଇସ୍ରାଏଲିୟମନର୍ କେତେଟା ନାତିତିତିମନ୍ ପରମେସରର୍ ଲକ୍ ନଅତ୍,
ତେବେ ଆମେ ଜେତ୍କି ଲକ୍ ସବୁ ମାପ୍ରୁକେ ବିସ୍ବାସ୍ କରିଆଚୁ, ଆମର୍ ମୁଁ ଡାବି ଅଏନାଇ । ପର୍ମେସରର୍ ବପୁ ଆରି ମଇମା ଦେକାଇଅଇବା ଗଟେକ୍ ଦର୍ପନ୍ ପାରା ଆମେ ଆଚୁ । ଆମେ ତାର୍ପାରା ଅଇବା ଜାକ ଦିରେ ଦିରେ ବାଦ୍ଲାଇ ଅଇ ଆଇଲୁନି । ପର୍ମେସରର୍ ଆତ୍ମାସେ ଆମ୍କେ ବାଦ୍ଲାଇଲାନି ।
ଏ ବାଇବଇନିମନ୍ ତମର୍ପାଇ ଆମେ ପର୍ମେସର୍କେ ସବୁବେଲେ ଦନିଅବାଦ୍ ଦେବା କାତା । ଏଟା ଟିକ୍ ବିସଇ । କାଇକେବଇଲେ ତମର୍ ବିସ୍ବାସ୍ ଅଦିକ୍ ଅଦିକ୍ ଅଇଲାନି । ଆରି ତମର୍ ନିଜର୍ ନିଜର୍ ବିତ୍ରେ ସବୁଲକ୍କେ ଆଲାଦ୍ ବଡିଗାଲାନି ।
ମାତର୍ ଆମେ ବିସ୍ବାସ୍ କର୍ବାଟା ଏଲା କଲେ ମିସା ସେ କାତା ଦେଇରଇବାଟା ସବୁ କରିସାରାଇସି । କାଇକେବଇଲେ ସେ ତାର୍ କାତା ନ ବାଦ୍ଲାଏ ।
କାଇକେବଇଲେ ଆମର୍ ଆନିଦାଦିମନର୍ପାରା ଆମେ ମିସା ସୁବ୍କବର୍ ସୁନିଆଚୁ । ମାତର୍ ସେମନ୍ ସେଟା ସୁନିକରି ମିସା ମାନତ୍ ନାଇ, କାଇକେବଇଲେ ସେଟା ସେମନ୍ ବିସ୍ବାସ୍ କରତ୍ ନାଇ ।