30 ପରମେସର୍ ଗଟେକ୍ସେ । ଜିଉଦି ଆରି ଜିଉଦିନଇଲା ଲକର୍ ପାଇ ସମାନ୍ । ସେମନର୍ ବିସ୍ବାସ୍ ପାଇ ସେମନ୍କେ ଦରମ୍ ଲକ୍ ଇସାବେ ବାଚ୍ସି ।
ଜଦି ସୁନତ୍ ନ ଅଇଲା ଗଟେକ୍ ଜିଉଦି ନଇଲା ଲକ୍ ନିୟମର୍ ବିଦିବିଦାନ୍ ସବୁ ନାମ୍ତେ ରଇସି, ପରମେସର୍ ତାକେ ସୁନତ୍ ଲକ୍ ଇସାବେ ନ ଡାକେ କି ?
ସେଟାର୍ ପାଇ ଗାଗ୍ଡେ ସୁନତ୍ ନ ଅଇରଇଲା ଜିଉଦି ନ ଅଇଲା ଲକ୍ମନ୍, ନିୟମ୍ ମାନିକରି ତମର୍ ବିଚାର୍ କର୍ବାଇ, କାଇକେ ବଇଲେ ତମେ ଗାଗ୍ଡେ ସୁନତ୍ ଅଇ ନିୟମ୍ ପାଇରଇଲେ ମିସା, ସେଟା ନାମାସ୍ ନାଇ ।
ଉଜେ ଜିସୁକିରିସ୍ଟକେ ବିସ୍ବାସ୍ କଲାକେ ଏବେ ଆମେ ପରମେସରର୍ ଦେକ୍ବା ଇସାବେ ଦରମ୍ ଲକ୍ ବଲାଇ ଅଇଆଚୁ । ପରମେସର୍ କେତେ ଲକ୍କେ ଆଲାଦ୍ କରି ଆରି କେତେକ୍ ଲକ୍କେ ଗିନ୍ କରେନାଇ । କିରିସ୍ଟକେ ବିସ୍ବାସ୍କର୍ବା ସବୁ ଲକ୍ମନ୍କେ ଏ ଅଦିକାର ଦେଲାଆଚେ ।
ଆମେ ସତଇସେ ବୁଜି ପାର୍ଲୁ ଜେ, ଗଟେକ୍ ଲକ୍ ଅବ୍କା ବିସ୍ବାସ୍ କରିସେ ଦରମ୍ ଲକ୍ ବଲାଇ ଅଇସି, ନିୟମ୍ ମାନିକରି ନାଇ ।
“ ସେଟାର୍ପାଇ ପରମେସର୍ କାତା ଦେଇରଇବାଟା ବିସ୍ବାସର୍ ଲାଗି ରଇସି । ଜନ୍ ଲକ୍ମନ୍ ନିୟମ୍ ମାନ୍ବାଇ, ଅବ୍କା ସେମନର୍ ପାଇସେ ପରମେସର୍ କାତା ଦେଏ ନାଇ । ଅବ୍ରାଆମର୍ ପାରା ବିସ୍ବାସ୍ କର୍ତେ ରଇବା ସବୁର୍ ପାଇ ସେଟା ଲଡା । କାଇକେବଇଲେ ଅବ୍ରାମ୍ ସେମନର୍ ଆତ୍ମା ଇସାବେ ରଇବା ବାବା ।”
ଇତି ଦାଉଦ୍ ଜନ୍ ଲକ୍ମନ୍କେ କେଡେ କରମର୍ ଲକ୍ ବଲି କଇଲାଆଚେ, ସେମନର୍ ବିତ୍ରେ କାଇ ଅବ୍କା ସୁନତ୍ ଅଇଲା ଲକ୍ସେ ରଇଲାଇ କି ? ନାଇ, ସୁନତ୍ ନ ଅଇଲା ଲକ୍ ମିସା କେଡେ କରମର୍ ଲକ୍ ଅଇପାରତ୍ । ଆମେ କଇଲୁନି ଅବ୍ରାଆମ୍ ବିସ୍ବାସ୍ କଲାକେସେ ଦରମ୍ ଲକ୍ ଇସାବେ ଏଜାଇଅଇଲା,
ମାତର୍ ଅବ୍ରାଆମ୍କେ ସପତ୍ ଦେଲା ବେଲେ ମାଲାକାରିଆମନ୍ ନ ରଇଲାଇ । ପର୍ମେସର୍ ନିଜେସେ ସପତ୍ କରିରଇଲାଇ ।
ସେଟାର୍ ପାଇ ଜିଉଦି ଆରି ଜିଉଦିନଇଲା ଲକ୍, ଗେନାଅଇଲା ଗତିଦାଙ୍ଗ୍ଡାଦାଙ୍ଗ୍ଡି କି ମୁକ୍ଲାଇଲା ଲକ୍, ମୁନୁସ୍ କି ମାଇଜି ବିତ୍ରେ, କାଇଟା ମିସା ବିନ୍ ନାଇ । ଆମେ ସବୁ ଲକ୍ ଜିସୁର୍ ସଙ୍ଗ୍ ମିସିକରି ଗଟେକ୍ ଅଇଆଚୁ ।
ପୁର୍ବେଅନି ଦରମ୍ ସାସ୍ତରେ ଲେକାଅଇଲା ଆଚେ ଜେ, ବିସ୍ବାସ୍ କଲେସେ ପରମେସର୍ ଜିଉଦିନଇଲା ଲକ୍ମନ୍କେ ମିସା ଦରମ୍ ଲକ୍ ଇସାବେ ଲେକା କର୍ସି । ପରମେସର୍ ତମର୍ଟାନେଅନି ଜଗତର୍ ସବୁ ଲକ୍କେ ଆସିର୍ବାଦ୍ କର୍ସି । ଏ କବର୍ ପର୍ତୁମ୍ ଅବ୍ରାଆମ୍କେ ଜାନାଇ ଦିଆଅଇରଇଲା ।
କାଇକେବଇଲେ ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ଜିଇଲେ କାଇଲେ, ସୁନତ୍ ଅଇବାଟା କି ସୁନତ୍ ନ ଅଇବାଟା କାଇଟା ମିସା ନାଇ । ଏକାଇ ଗଟେକ୍ସେ ଦର୍କାର୍ ରଇଲା ବିସଇ । ସେଟା ଅଇଲାନି, ବିସ୍ବାସେ ଡାଟ୍ ରଇ ଆଲାଦ୍ ସଙ୍ଗ୍ ଦାଇତେ ରଇବା କାମ୍ କର୍ବାର୍ ।
କେ ସୁନତ୍ ଅଇଲା, କେ ସୁନତ୍ ଅଏନାଇ, ସେଟା କିଚି ନାଇ । ମାତର୍ ପର୍ମେସର୍ ଆମ୍କେ ନୁଆ ଜନମ୍ ଦେଲାଆଚେ, ସବୁର୍ଟାନେଅନି ସେଟାସେ ମୁକିଅ ବିସଇ ।
କାଇକେ ବଇଲେ ଆମେସେ ସତଇସେ ପର୍ମେସରର୍ ଲକ୍ । ଆମେସେ ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ ପର୍ମେସର୍କେ ଜୁଆର୍ କଲୁନି । ଆମେ ଜିସୁ କିରିସ୍ଟକେ ଡାକ୍ପୁଟା କଲୁନି । ଆମର୍ ନିଜର୍ ରିତିନିତି ସେ ମୁକିଅ ବଲି ଚଲୁନାଇ ।
କାଇକେବଇଲେ ଗଟେକ୍ ସେ ପର୍ମେସର୍ ଆଚେ । ଆରି ଗଟେକ୍ସେ ଲକ୍ ଆଚେ, ଜେ କି ପର୍ମେସର ଆରି ଲକ୍ମନର୍ ବିତ୍ରେ ସାନ୍ତି ଆନିପାର୍ସି । ସେ ଲକ୍ ଅଇଲାନି ଜିସୁ କିରିସ୍ଟ ।