ରମିୟ 4:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ସୁନତ୍ ଅଇବା ଆଗ୍ତୁ, ଅବ୍ରାଆମର୍ ବିସ୍ବାସ୍ ଲାଗି ପରମେସର୍ ତାକେ ଦରମ୍ ଲକ୍ ଇସାବେ ଡାକି ରଇଲା । ଏଟା ଜାନାଇବାକେ ଗଟେକ୍ ଚିନ୍ପାରା ଅବ୍ରାମ୍ ଏ ସୁନତ୍ବିଦି କର୍ବାଟା ନାମି ରଇଲା । ଜେନ୍ତାର୍କି ଜନ୍ ଲକ୍ମନ୍ ସୁନତ୍ ନ ଅଇକରି ମିସା, ବିସ୍ବାସ୍ କର୍ବାଇ, ସେମନ୍ ଦରମ୍ଲକ୍ ବଲି ଏଜାଇ ଅଇବାଇ । ସେଟାର୍ପାଇ ଗାଗଡ୍ ଇସାବେ ଅବ୍ରାଆମ୍ ସେମନର୍ ବାବା ବଲାଇଅଇସି, အခန်းကိုကြည့်ပါ။ |
ନଅର୍ ବିସଇ ବାବିଦେକା । ତାର୍ ବିସ୍ବାସର୍ ଲାଗି ପଚ୍କେ ଅଇବା ବିସଇ ପର୍ମେସର୍ ତାକେ ଜାଗ୍ରତ୍ କରାଇଲାକେ, ସେ କାତା, ସେ ଏଲାକରେ ନାଇ । ତାର୍ ଆଗ୍ତୁ ସେ ସେନ୍ତାରିଟା କାଇଟା ନ ଦେକିରଇଲେ ମିସା, ସେ ବିସ୍ବାସ୍ କଲା । ତାର୍ପଚେ ସେ ଆରି ତାର୍ କୁଟୁମ୍ ରକିଆ ପାଇବାକେ ଗଟେକ୍ ବଡ୍ ଡଙ୍ଗା ତିଆର୍ କଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ଲକ୍ ବଲି ଏଜ୍ଲା, ମାତର୍ ବିନ୍ଲକ୍ମନ୍କେ ଦସି କଲା ।
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।