14 ଜନ୍ ଲକ୍ମନ୍ ନିୟମ୍ ମାନ୍ବାଇ, ଅବ୍କା ସେମନ୍ସେ ଜଦି ପରମେସରର୍ ଦାନ୍ ପାଇବାଇ, ତେବେ ଲକ୍ମନର୍ ବିସ୍ବାସ୍ ଚୁଚାଇ ଅଇସି । ପରମେସର୍ ଦେଇରଇବା କାତା ମିସା ଚୁଚାଇସେ ।
ଏଟାର୍ ଅରତ୍ କାଇଟା, ଏନ୍ତାରି ବିସ୍ବାସ୍ କରି ନିୟମ୍ ନସାଇଦେଉଁ କି ? ନାଇ, ଆମେ ଜଦି ଜିସୁକିରିସ୍ଟକେ ବିସ୍ବାସ୍ କର୍ବୁ ବଇଲେ, ନିୟମ୍କେ ମିସା ଡାଟ୍ କର୍ବୁ ।
“ ସେଟାର୍ପାଇ ପରମେସର୍ କାତା ଦେଇରଇବାଟା ବିସ୍ବାସର୍ ଲାଗି ରଇସି । ଜନ୍ ଲକ୍ମନ୍ ନିୟମ୍ ମାନ୍ବାଇ, ଅବ୍କା ସେମନର୍ ପାଇସେ ପରମେସର୍ କାତା ଦେଏ ନାଇ । ଅବ୍ରାଆମର୍ ପାରା ବିସ୍ବାସ୍ କର୍ତେ ରଇବା ସବୁର୍ ପାଇ ସେଟା ଲଡା । କାଇକେବଇଲେ ଅବ୍ରାମ୍ ସେମନର୍ ଆତ୍ମା ଇସାବେ ରଇବା ବାବା ।”
କିରିସ୍ଟକେ ମୁକା ମୁକା କରି ବାଗ୍ ବାଗ୍ କଲାପାରା ଦଲ୍ ଅଇଆଚାସ୍ । ମୁଇ ପାଉଲ୍, ତମର୍ ପାଇ କୁର୍ସେ ମରିରଇଲି କି ? କି ତମେ ପାଉଲର୍ ନାଉଁ ଦାରି ଡୁବନ୍ ନେଇରଇଲାସ୍ ?
ଏଟାର୍ପାଇ ପରମେସରର୍ ଜିବନ୍ ଦୁକାଇଲାଟାକେ ମୁଇ କେବେ ମିସା ନାଇ ବଲି କଇନାପାରି । କାଇକେ ବଇଲେ ନିୟମ୍ ମାନ୍ଲେ ଜଦି ଗଟେକ୍ ଲକ୍ ତାର୍ ମୁଆଟେ ଦରମ୍ ଲକ୍ ଅଇପାରେ, ତେବେ କିରିସ୍ଟ ମଲାର୍ କିଚି ମୁଲିଅ ନାଇ । ଏ ସବୁ ବିସଇ ମୁଇ ଆନ୍ଟିଅକେ କଇଲି ।
ତମର୍ ବିତ୍ରେ ଜେତ୍କି ଲକ୍ ନିୟମ୍ ମାନ୍ଲାର୍ପାଇ ପର୍ମେସରର୍ ମୁଆଟେ ଦରମ୍ ଅଇବାକେ ଚେସ୍ଟା କଲାସ୍ନି, । ତମେ କିରିସ୍ଟତେଇ ଅନି ବିନେ ଅଇଆଚାସ୍, ଆରି ପର୍ମେସରର୍ ଜିବନ୍ ଦୁକାଇଲାତେଇଅନି ବାଇରେ ଆଚାସ୍ ।
ଜେନ୍ତାରି କି ମୁଇ ତାର୍ ସଙ୍ଗ୍ ପୁରାପୁରୁନ୍ ମିସିରଇବି । ରିତିନିତି ମାନିକରି ପର୍ମେସରର୍ ମୁଆଟେ ଦରମ୍ ଲକ୍ ଅଇବି ବଲି ଚେସ୍ଟା କର୍ତେରଇଲି, ଏବେ ସେଟା ସବୁ ଚାଡିଦେଲି । ତାର୍ ବାଦୁଲେ କିରିସ୍ଟକେ ବିସ୍ବାସ୍ କଲାର୍ପାଇ ପର୍ମେସର୍ ମକେ ଦରମ୍ ଲକ୍ ଇସାବେ ଦେକ୍ଲାନି ।
କାଇକେବଇଲେ ମସାର୍ ନିୟମ୍ କାଇଟା ମିସା ପୁରାପୁରୁନ୍ ସିଦ୍କରି ନାପାର୍ଲା । ମାତର୍ ଏବେ ଆମ୍କେ ଗଟେକ୍ ବପୁର୍ ଆସା ମିଲ୍ଲା ଆଚେ । ଜାର୍ଲାଗି ଆମେ ପରମେସରର୍ ଲଗେ ଅଇବାକେ ଆସିପାର୍ଲୁନି ।
କାଇକେବଇଲେ ମସାର୍ ନିୟମ୍ ଇସାବେ, ଜନ୍ଲକ୍ ବଡ୍ ପୁଜାରି ପଦ୍ପାଇରଇସି, ସେମନ୍କେ ମିସା ପାପ୍ ରଇସି । ମାତର୍ ଜନ୍ଟା ପର୍ମେସର୍ ଗଟେକ୍ ସପତ୍ କରି କାତା ଦେଇରଇଲା, ସେଟା ନିୟମ୍ ପଚେ ଆଇଲା । ଜନ୍ ଲକ୍ ବାଚାଇଅଇରଇଲା, ତାର୍ ପଅ ରଇଲା । ସେ ସବୁଦିନର୍ପାଇ କାଇ ପାପ୍ ନ ରଇବା ପୁଜାରି ଅଇଆଚେ ।