ରମିୟ 4:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 “ ସେଟାର୍ପାଇ ପରମେସର୍ କାତା ଦେଇରଇବାଟା ବିସ୍ବାସର୍ ଲାଗି ରଇସି । ଜନ୍ ଲକ୍ମନ୍ ନିୟମ୍ ମାନ୍ବାଇ, ଅବ୍କା ସେମନର୍ ପାଇସେ ପରମେସର୍ କାତା ଦେଏ ନାଇ । ଅବ୍ରାଆମର୍ ପାରା ବିସ୍ବାସ୍ କର୍ତେ ରଇବା ସବୁର୍ ପାଇ ସେଟା ଲଡା । କାଇକେବଇଲେ ଅବ୍ରାମ୍ ସେମନର୍ ଆତ୍ମା ଇସାବେ ରଇବା ବାବା ।” အခန်းကိုကြည့်ပါ။ |
ସୁନତ୍ ଅଇବା ଆଗ୍ତୁ, ଅବ୍ରାଆମର୍ ବିସ୍ବାସ୍ ଲାଗି ପରମେସର୍ ତାକେ ଦରମ୍ ଲକ୍ ଇସାବେ ଡାକି ରଇଲା । ଏଟା ଜାନାଇବାକେ ଗଟେକ୍ ଚିନ୍ପାରା ଅବ୍ରାମ୍ ଏ ସୁନତ୍ବିଦି କର୍ବାଟା ନାମି ରଇଲା । ଜେନ୍ତାର୍କି ଜନ୍ ଲକ୍ମନ୍ ସୁନତ୍ ନ ଅଇକରି ମିସା, ବିସ୍ବାସ୍ କର୍ବାଇ, ସେମନ୍ ଦରମ୍ଲକ୍ ବଲି ଏଜାଇ ଅଇବାଇ । ସେଟାର୍ପାଇ ଗାଗଡ୍ ଇସାବେ ଅବ୍ରାଆମ୍ ସେମନର୍ ବାବା ବଲାଇଅଇସି,