23 ଦରମ୍ ଲକ୍ ଇସାବେ ଏଜାଇଅଇବାଟା ସାସ୍ତରର୍ କାତା, ଉଜେ ଅବ୍ରାମ୍କେସେ ଅଇସି, ସେନ୍ତାରି ନାଇ ।
କାଇକେବଇଲେ ସାସ୍ତରେ ଜେତ୍କି ଲେକା ଅଇଲାଆଚେ, ସେ ସବୁ ଆମ୍କେ ସିକାଇବାକେ । ଜେନ୍ତାରିକି, ସାସ୍ତରେଅନି ଜନ୍ ମୁର୍ଚି ରଇବାଟା ଆରି ସାର୍ଦା କରାଇବାଟା ଆମେ ମିଲାଇଆଚୁ, ତେଇଅନି ଆମର୍ ଆସା ବଡ୍ସି ।
ସବୁ ଲକର୍ପାଇ ଏ ସବୁ ଗଟ୍ନା ଗଟ୍ଲା । ଆରି ଆମ୍କେ ଚେତ୍ନା ପାଇବାକେ ସେଟା ସବୁ ଲେକାଅଇଆଚେ । କାଇକେବଇଲେ ଏ ଜଗତର୍ ସାରାସାରି ବେଲା ଆସି କେଟ୍ଲା ଆଚେ ।
ସେମନ୍ ଜନ୍ ରକାମ୍ ଆସାର୍ ବିସଇର୍ ପାଇ ଲାଲ୍ସା ଅଇ ରଇଲାଇ, ଆମେ ମିସା ସେ ରକାମ୍ ଲାଲ୍ସା ନ ଅଉଁ । ସେଟାର୍ପାଇ ଏ ସବୁ ଗଟ୍ଲା ବିସଇ ଆମର୍ପାଇ ଲେକାଅଇଆଚେ ।