24 ସେଟା ଆମର୍ପାଇ ମିସା ଲେକାଅଇଆଚେ । ଆମେ ମିସା ପରମେସର୍କେ ବିସ୍ବାସ୍ କଲେ ଦରମ୍ ଲକ୍ ବଲି ଏଜାଇଅଇବୁ । ସେ ମାପ୍ରୁ ଜିସୁକେ ମଲାତେଇଅନି ଆରି ତରେକ୍ ଜିବନ୍ କରି ଉଟାଇଲା ଆଚେ ବଲି ବିସ୍ବାସ୍ କଲୁନି ।
ଜେ ଜେ ଏ ନିମାନ୍ କାତା ବିସ୍ବାସ୍ କରି ଡୁବନ୍ ନେବାଇ, ସେମନ୍ ପାପେଅନି ରକିଆ ପାଇବାଇ, ମାତର୍ ଜେ ଜେ ଏ ନିମାନ୍ କାତା ବିସ୍ବାସ୍ ନ କରତ୍, ପର୍ମେସର୍ ସେମନ୍କେ ଡଣ୍ଡ୍ ଦେଇସି ।
ମାତର୍ ପର୍ମେସର୍ ତାକେ ମଲାତେଇଅନି ଉଟାଇଲା ।
ମାତର୍ ପରମେସର୍ ଜିସୁକେ ମଲାଟାନେଅନି ଆରି ତରେକ୍ ଉଟାଇଲା । ମରନର୍ ବପୁତେଇଅନି ତାକେ ମୁକ୍ଲାଇଲା । କାଇକେବଇଲେ କେ ମିସା ତାକେ ମରାଇକରି ସେ ଜାଗାଇ ସଙ୍ଗଇ ନାପାର୍ଲାଇ ।
ଏବେ ଏ ଜିସୁକେ ପରମେସର୍ ଜିବନ୍ ଦେଇ ଉଟାଇଆଚେ । ଆମେ ସବୁ ସେ ଗଟ୍ନାର୍ ସାକି ।
ଏ ସପତ୍ ତମର୍ପାଇ ଆରି ତମର୍ ପିଲାମନର୍ପାଇ । ଆରି ଇତିଅନି ଦୁରିକେ ରଇବା ସବୁର୍ପାଇ । ଜନ୍ ସବୁଲକ୍କେ ସେ, ତାର୍ ଲଗେ ଡାକ୍ଲାନି ।”
ଜିସୁକିରିସ୍ଟର୍ ଲାଗି ତମେ ଏବେ ପର୍ମେସର୍କେ ବିସ୍ବାସ୍ କଲାସ୍ନି । ସେ ଆକା କିରିସ୍ଟକେ ମରନେଅନି ଉଟାଇକରି ଡାକ୍ପୁଟା କଲା ଆଚେ । ତେବର୍ପାଇ ତମର୍ ବିସ୍ବାସ୍ ଆରି ଆସା ଏବେ ପର୍ମେସର୍ଟାନେ ଆଚେ ।