ରମିୟ 4:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ଜନ୍ ଲକର୍ ରିତିନିତି ନ ଦେକି ପରମେସର୍ ତାକେ ଦରମ୍ଲକ୍ ବଲି ଡାକ୍ସି, ସେନ୍ତାରି ଲକର୍ ବିସଇନେଇ ଦାଉଦ୍ କଇଆଚେ, အခန်းကိုကြည့်ပါ။ |
ସୁନତ୍ ଅଇବା ଆଗ୍ତୁ, ଅବ୍ରାଆମର୍ ବିସ୍ବାସ୍ ଲାଗି ପରମେସର୍ ତାକେ ଦରମ୍ ଲକ୍ ଇସାବେ ଡାକି ରଇଲା । ଏଟା ଜାନାଇବାକେ ଗଟେକ୍ ଚିନ୍ପାରା ଅବ୍ରାମ୍ ଏ ସୁନତ୍ବିଦି କର୍ବାଟା ନାମି ରଇଲା । ଜେନ୍ତାର୍କି ଜନ୍ ଲକ୍ମନ୍ ସୁନତ୍ ନ ଅଇକରି ମିସା, ବିସ୍ବାସ୍ କର୍ବାଇ, ସେମନ୍ ଦରମ୍ଲକ୍ ବଲି ଏଜାଇ ଅଇବାଇ । ସେଟାର୍ପାଇ ଗାଗଡ୍ ଇସାବେ ଅବ୍ରାଆମ୍ ସେମନର୍ ବାବା ବଲାଇଅଇସି,
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।