8 ମାପ୍ରୁ ଜାର୍ ପାପର୍ ଇସାବ୍ ନ କରେ, ସେ କେଡେ କରମର୍ ଲକ୍ !
ଆମେ ପାପ୍ କଲାର୍ପାଇ ପାଇବା ଡଣ୍ଡ୍ କୁରୁସ୍କାଟେ ମରିକରି କିରିସ୍ଟ ନିଜେ ବଇନେଲା । ପାପ୍ କର୍ବାଟା ଚାଡିକରି ଦରମ୍ ଚଲାଚଲ୍ତି କର୍ବାକେ ସେ ଏନ୍ତାରି କଲା । ତାର୍ ଗାଗ୍ଡେ ମାରି ରଇବା ଗାଉର୍ ଲାଗି ଆମେ ନିକ ଅଇଆଚୁ ।
କିରିସ୍ଟ ମିସା ଆମର୍ ପାପର୍ଲାଗି ଏକାତରେକ୍ ସବୁଲକର୍ପାଇ ଦୁକ୍କସ୍ଟ ଅଇ ମୁର୍ଚିକରି ମଲା । ସେ ଦରମ୍ ରଇ ପାପ୍କରିରଇବା ଲକ୍ମନ୍କେ ପର୍ମେସରର୍ ଲଗେ ଆନ୍ବାକେ ମରିଜାଇରଇଲା । ଲକ୍ମନ୍ ତାର୍ ଗାଗଡ୍ ମରାଇଲାଇ, ମାତର୍ ତାର୍ ଆତ୍ମା ଜିବନ୍ ଅଇଆଚେ ।