ରମିୟ 5:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ଗଟେକ୍ ଲକର୍ ପାପ୍ ଜେନ୍ତି ଗୁଲାଇ ଲକ୍କେ ଡଣ୍ଡ୍ ଆନାଇଲା, ସେନ୍ତିସେ ଗଟେକ୍ ଲକର୍ ଦରମ୍ ଗୁଲାଇ ଲକର୍ପାଇ ମୁକ୍ତି ଆରି ନ ସାର୍ବା ଜିବନ୍ ଆନିଦେଲାଆଚେ । အခန်းကိုကြည့်ပါ။ |
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।