ରମିୟ 5:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 ପାପ୍ ଜେନ୍ତିକି ସବୁର୍ପାଇ ମରନର୍ ଡଣ୍ଡ୍ ଆନିରଇଲା, ସେନ୍ତି ପରମେସରର୍ ଜିବନ୍ଦୁକାନି ମାପ୍ରୁ ଜିସୁ କିରିସ୍ଟର୍ ସାଇଜେ ଅନି ଆମ୍କେ ଦରମ୍ ବାଟେ ଡାକିନେଇ ନ ସାର୍ବା ଜିବନ୍ ଦେଇସି । အခန်းကိုကြည့်ပါ။ |
ଏଲେମିସା ଗଟେକ୍ ମୁନୁସର୍ ପାପର୍ ପାଇ ସବୁ ଲକ୍କେ ମରନର୍ ଡଣ୍ଡ୍ ଆଇଲା । ମାତର୍ ସେ ଗଟେକ୍ ମୁନୁସ୍ ଜନ୍ଟାକି କିରିସ୍ଟ, ଜାଇଟା କଲାଆଚେ ସେଟା କେଡେକ୍ ବଡ୍ ବିସଇ ! ଜେତେକ୍ ଲକ୍ ପରମେସର୍ ବଡ୍ ଜିବନ୍ଦୁକାଇଲାଟା ଜବର୍ ଅଇତେ ଇନାମେ ମିଲାଇଆଚତ୍, ସେମନ୍ ଜିସୁକିରିସ୍ଟର୍ ବାଟେଅନି ସବୁ ଲକ୍ ତାର୍ଟାନେ ଦରମ୍ ବଲାଇ ଅଇବାଇ । ସେମନ୍ କିରିସ୍ଟର୍ ସଙ୍ଗ୍ ଜିତି କରି ଜିଉନା କାଉନା କରି ସାସନ୍ କର୍ବାଇ ।
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।