ରମିୟ 5:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ଆମ୍କେ କେ ମିସା ଆକାସାକା ନ ରଇଲା ବେଲେ, ପରମେସର୍ ଟିକ୍ କଲା ବେଲାଇ କିରିସ୍ଟ ପାପିମନର୍ ପାଇ ମଲା । အခန်းကိုကြည့်ပါ။ |
ଦରମ୍ କାମ୍ କର୍ବା ଲକ୍ମନର୍ପାଇ ନିୟମ୍ ତିଆର୍ ନ ଅଇରଇଲା । ତାର୍ ବାଦୁଲେ ଜନ୍ ଲକ୍ମନ୍ ତାର୍ ବିରଦି ଅଇରଇଲାଇ, ଆରି ତାର୍ କାତା ମାନି ନ ରଇଲାଇ, ସେନ୍ତାରି ଲକ୍ମନର୍ ପାଇ ପର୍ମେସର୍ ନିୟମ୍ ତିଆର୍ କରିରଇଲା । ଜନ୍ ଲକ୍ମନ୍ ପର୍ମେସର୍ ରଏ ନାଇ ବଲି ଚଲାଚଲ୍ତି କଲାଇନି, ଜନ୍ ଲକ୍ମନ୍ ପାପ୍ କର୍ବାଇ, କରାପ୍ କାମ୍ କର୍ତେରଇବାଇ, ଆରି ପର୍ମେସର୍କେ ସନ୍ମାନ୍ ନ ଦେଇତେରଅତ୍, ଜନ୍ଲକ୍ମନ୍ କି ତାକର୍ ଆୟା ବାବାମନ୍କେ ମରାଇବାଇ କି ବିନ୍ ଲକ୍ମନ୍କେ ମିସା ମରାଇବାଇ,
ସେ ଦୟା କଲାକେ, କାରାପ୍ ଚଲାଚଲ୍ତି କର୍ବାଟା ଚାଡିକରି, ବିସ୍ବାସ୍ ନ କର୍ବା ଲକ୍ମନ୍ କର୍ବା ଚଲାଚଲ୍ତି ନ କରି, ସେମନ୍ ଲାଲ୍ସା ଅଇବା ବିସଇ ମନ୍ ନ କର୍ବାକେ ପର୍ମେସର୍ ଆମ୍କେ ସିକାଇଲାନି । ତାର୍ ବାଦୁଲେ ଜେତ୍କି ଦିନ୍ ଆମେ ଏ ଜଗତେ ବଁଚିଆଚୁ, ସେତ୍କି ଦିନ୍ ନିଜେ ଜାଗ୍ରତ୍ ରଇ, ଦରମ୍ ଚଲାଚଲ୍ତି କରି ତାକେ ସାର୍ଦା କରାଇବାକେ ସେ ଆମ୍କେ ବପୁ ଦେଲାନି ।
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।