ରମିୟ 6:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 କାରାପ୍ କାମର୍ ଲାଗି ଆମର୍ ଗାଗଡର୍ କଣ୍ଡେକ୍ ବାଗ୍ ମିସା ପାପ୍ କର୍ବାକେ ଦିଆସ୍ନାଇ । ମାତର୍ ଦରମ୍ କାମ୍ କର୍ବାପାଇ ତମର୍ ଗୁଲାଇ ଗାଗଡ୍ ତାକେ ସର୍ପି ଦିଆସ୍ । ପର୍ମେସର୍ ତମ୍କେ ମରନେଅନି ଜିବନ୍ କରି ଆନ୍ଲାଆଚେ । အခန်းကိုကြည့်ပါ။ |
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।