ରମିୟ 6:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ସେନ୍ତିଆଲେ ଆମେ ନିୟମର୍ ତଲେ ନ ରଇ, ପରମେସରର୍ ଜିବନ୍ଦୁକାନି ପାଇଲୁ ଆଚୁ ବଲି ପାପ୍ କର୍ତେ ରଉଁ କି ? ନାଇ, କେବେ ମିସା ନଏଁ । အခန်းကိုကြည့်ပါ။ |
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।