ରମିୟ 6:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ଏଲେ ମିସା ତମେ ଜାନିଆଚାସ୍, ଜଦି ତମେ କାକେ ତର୍ ତଲେ ଆକା ମୁଇ ବଲି କଇକରି ତାର୍ ପୁରାପୁରୁନ୍ କାତାମାନ୍ସା ବଇଲେ, ତମେ ତାର୍ ଗେନ୍ଲା ଗତିଦାଙ୍ଗ୍ଡା । ଜଦି ପାପର୍ ଗତିଦାଙ୍ଗ୍ଡା ଅଇସା, ଏଟାର୍ ଦସା ଅଇସି ମରନ୍, ଜଦି ଦରମର୍ ବାଟେ ଇଣ୍ଡ୍ସା, ବଇଲେ ନ ସାର୍ବା ଜିବନ୍ ପାଇସା । အခန်းကိုကြည့်ပါ။ |
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।