20 ତମେ ପାପର୍ ଗତିଦାଙ୍ଗ୍ଡା ରଇଲାବେଲେ, ଦରମ୍ ଜିବନ୍ ଜିଇବାକେ ମୁର୍ମୁରା ଅଇରଇଲାସ୍ ।
“କେ ମିସା ଗଟେକ୍ ଲକ୍ ଦୁଇଟା ସାଉକାରର୍ ସେବାକରି ନାପାରେ । ସେ ଗଟେକ୍ ଲକ୍କେ ମାନ୍ସି ଆରି ଗଟେକ୍ ଲକ୍କେ ଗିନ୍ କର୍ସି । ନଇଲେ ଗଟେକ୍ ଲକ୍କେ ବିସ୍ବାସ୍ କର୍ସି ଆରି ଗଟେକ୍ ଲକ୍କେ ବିସ୍ବାସ୍ ନ କରେ । ତମେ ଏକାତର୍ ପର୍ମେସର୍କେ ଆରି ଡାବୁକାସୁକେ ସେବାକରି ନାପାରାସ୍ ।”
ଜିସୁ କଇଲା, “ମୁଇ ତମ୍କେ ସତ୍ କାତା କଇଲିନି, ଜେ ପାପ୍ କର୍ସି, ସେ ପାପର୍ ଗତିଦାଙ୍ଗ୍ଡା ।