ରମିୟ 6:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 ଏବେ ତମ୍କେ ଜନ୍ କାମ୍ମନ୍ କର୍ବାକେ ଲାଜ୍ଲାଗ୍ଲାନି, ସେଡ୍କିବେଲେ ସେ ସବୁ କର୍ତେ ରଇଲାସ୍ । ତେଇଅନି ତମ୍କେ କାଇ ଲାବ୍ ଅଇଲା ? ସେ ସବୁ କାମର୍ ଦସା ଅଇଲାନି ମରନ୍ । အခန်းကိုကြည့်ပါ။ |
ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।
ତମ୍କେ ଦୁକ୍ ଦେଇକରି ପର୍ମେସର୍ କାଇଟା କଲାଆଚେ ଦେକିଦେକା । ଜେନ୍ତିକି ଏବେ ତମେ ଟିକ୍ ଚଲାଚଲ୍ତି କର୍ବାକେ ମନ୍ କଲାସ୍ନି, ବୁଲ୍ କାମ୍ କରୁନାଇ ବଲି ବୁଜାଇବାକେ ଚେସ୍ଟା କଲାସ୍ନି, ଲାଜ୍ ପାଇବା କାମ୍ କର୍ବାକେ ବାକାନ୍ଲାସ୍ନି, ଡରିକରି ଆଚାସ୍, ଆମେ ଆରିତରେକ୍ ବେଟ୍ ଅଇବୁ ବଲି ମନ୍ କଲାସ୍ନି, ମକେ ସାର୍ଦା କରାଇବାକେ ମନ୍ କଲାସ୍ନି, ପାପ୍ କଲା ଲକ୍କେ ଦାପ୍ରେ ଡଣ୍ଡ୍ ଦେଲାସ୍, ଏଟା ସବୁ କଲାକେ ସେ କରିରଇବା ପାପେ ତମର୍ କାଇ ବୁଲ୍ ନାଇ ।
ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକର୍ ଦସା ସେନ୍ତାରି ରଇଲେ, ପର୍ମେସରର୍ ପଅକେ ଇନ୍ କର୍ବା ଗଟେକ୍ ଲକର୍ ଦସା କେତେକ୍ ଅଦିକ୍ ନ ରଏ । ଜଦି ତାର୍ ରାଜିନାମାର୍ ବନିକେ କାଇ ମୁଲିଅ ନାଇ ବଲି ଏଲାକରିଦେଲେ, ଏ ବନିର୍ ଲାଗି ସେ ପାପେଅନି ସେ ସୁକଲ୍ ଅଇରଇଲା । ସେନ୍ତାରି କର୍ବା ଲକ୍ ପର୍ମେସରର୍ ଆତ୍ମା ଜେ କି ଜିବନ୍ ଦୁକାଇ ଦୟା ଦେକାଇସି, ତାକେ ମିସା ମନ୍ଦୁକ୍ କରାଇଲାନି । ତାର୍ ଡଣ୍ଡ୍ କେତେକ୍ ଅଦିକ୍ ନ ଅଏ ।