ରମିୟ 6:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ମାତର୍ ତମେ ଏବେ ପାପେଅନି ମୁକ୍ଲିକରି ପରମେସରର୍ ଗତିଦାଙ୍ଗ୍ଡା ଅଇଆଚାସ୍ । ଏଟାର୍ ଲାବ୍ ଅଇଲାନି, ପରମେସରର୍ତେଇ ପୁରାପୁରୁନ୍ ସଲଦ୍ । ଆରି ଇତିଅନି ମିଲ୍ବାଟା ଅଇଲାନି ନ ସାର୍ବା ଜିବନ୍ । အခန်းကိုကြည့်ပါ။ |
ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।