ରମିୟ 6:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ପାପ୍ କାମର୍ ବୁତି ଅଇଲାନି ମରନ୍, ମାତର୍ ପରମେସର୍ ଜାଚାଇକରି ଦାନ୍ ଦେଇଆଚେ । ସେଟା ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ମିଲାଇରଇବା ନ ସାର୍ବା ଜିବନ୍ । အခန်းကိုကြည့်ပါ။ |
ଏଲେମିସା ଗଟେକ୍ ମୁନୁସର୍ ପାପର୍ ପାଇ ସବୁ ଲକ୍କେ ମରନର୍ ଡଣ୍ଡ୍ ଆଇଲା । ମାତର୍ ସେ ଗଟେକ୍ ମୁନୁସ୍ ଜନ୍ଟାକି କିରିସ୍ଟ, ଜାଇଟା କଲାଆଚେ ସେଟା କେଡେକ୍ ବଡ୍ ବିସଇ ! ଜେତେକ୍ ଲକ୍ ପରମେସର୍ ବଡ୍ ଜିବନ୍ଦୁକାଇଲାଟା ଜବର୍ ଅଇତେ ଇନାମେ ମିଲାଇଆଚତ୍, ସେମନ୍ ଜିସୁକିରିସ୍ଟର୍ ବାଟେଅନି ସବୁ ଲକ୍ ତାର୍ଟାନେ ଦରମ୍ ବଲାଇ ଅଇବାଇ । ସେମନ୍ କିରିସ୍ଟର୍ ସଙ୍ଗ୍ ଜିତି କରି ଜିଉନା କାଉନା କରି ସାସନ୍ କର୍ବାଇ ।
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।