ରମିୟ 6:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ସେଟାର୍ପାଇ ଡୁବନ୍ ନେଲାପଚେ ଆମେ ତାର୍ ମରନେ ମିସି, ତାର୍ ସଙ୍ଗ୍ ତପି ଅଇଲୁଆଚୁ । ସେ ଜେନ୍ତାରି ବାବାର୍ ଡାକ୍ପୁଟା ବପୁ ସଙ୍ଗ୍ ଆରିତରେକ୍ ଉଟ୍ଲା, ଆମେ ମିସା ସେନ୍ତାରି ନୁଆ ଜିବନ୍ ପାଇକରି ଚଲାଚଲ୍ତି କର୍ବାର୍ ଆଚେ । အခန်းကိုကြည့်ပါ။ |