ରମିୟ 6:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ଆମେ ଜାନିଆଚୁ, କିରିସ୍ଟର୍ ସଙ୍ଗ୍ କୁର୍ସେ ଆମର୍ ପୁର୍ନା ଜିବନ୍ ମରିଗାଲାଆଚେ । ତେଇଅନି ଆମର୍ ପାପର୍ ଚଲାଚଲ୍ତି କୁରୁପ୍ନାସ୍ ଅଇଲା ଆଚେ ଆରି ଆମେ ପାପର୍ ଗତିଅନି ମୁକ୍ଲିଆଚୁ । အခန်းကိုကြည့်ပါ။ |
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।