11 କାଇକେବଇଲେ ନିୟମର୍ ସୁବିଦା ନେଇ ମକେ ପାପ୍ ନାଡାଇଲା ଆରି ମରାଇଲା ।
ମାତର୍ ନିୟମର୍ ରିତିନିତି ମାନିକରି କେ ମିସା ପରମେସରର୍ ମୁଆଟେ ଦରମ୍ ଲକ୍ ଅଇନାପାରେ । ନିୟମେଅନି ସେ ଲକ୍ ଅବ୍କା ପାପର୍ ବଜ୍ସେ ପାଇସି ।
ସେନ୍ତିଆଲେ ଜନ୍ଟା ନିକ, ସେଟା କାଇକେ ମର୍ ମରନ୍ ଆନ୍ବାଟା ଅଇରଇଲା ? ସେନ୍ତାରି କେବେ ନ ଅ । ମାତର୍ ପାପର୍ ମରନ୍ ଅଇଲା । ତାର୍ ନିୟମ୍, ଜେନ୍ତିକି ଆମର୍ ପାପ୍ କେତେକ୍ କାରାପ୍ ଆଚେବଲି ଡିସାଇବାକେ ପର୍ମେସରର୍ ଜଜ୍ନା ରଇଲା । ତେବର୍ପାଇ ତାର୍ ନିୟମର୍ଲାଗି ଏଟା ସାଦନ୍ କଲା ।
ମାତର୍ ଉପ୍ରର୍ ଆଦେସର୍ ସୁବିଦାନେଇ ପାପ୍ ମର୍ ବିତ୍ରେ ବିନ୍ବିନ୍ ରକାମର୍ କାରାପ୍ ମନ୍ କର୍ବାଟା ଜନ୍ମାଇଲା । ନିୟମ୍କେ ଚାଡିଦେଲେ ପାପ୍ ମଲା ସମାନ୍ ଆଚେ ।
ଆଗ୍ତୁ ଜନ୍ ପୁର୍ନା ଚଲାଚଲ୍ତି କରି ତମେ ଜିଉନା କାଉନା କର୍ତେ ରଇଲାସ୍, ସେଟା ଚାଡ୍ବାକେ ତମ୍କେ ସିକାଇ ରଇଲାଇ । ତମର୍ ମନେ କାରାପ୍ ଚିନ୍ତା ଆଇବାଟା, ତମ୍କେ ନାଡାଇକରି ତମର୍ ଜିବନ୍ ନସାଇ ଦେଲାଇ ।
ତମର୍ ବିତ୍ରେ କେ ମିସା ପାପର୍ଲାଗି ନାଡାଇ ଅଇବାର୍ ନାଇ । ସେଟାର୍ଲାଗି ତମର୍ ମନ୍ ଆଁଟ୍ ଅଇଜାଇସି । ଆମର୍ ଜିଇବାକାଇବା ଦିନ୍ ସାର୍ବାଜାକ ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଏ ବିସଇ ଜାଗ୍ରତ୍ କରାଇବାର୍ ଆଚେ ।
ବାକିଅ ଜନ୍ଟା କରା ବଲି କଇଲାନି, ସେଟା କରା । ଅବ୍କା ସୁନିକରି ରଇବା ଲକ୍ମନର୍ପାରା ଉଆ ନାଇ । ଏନ୍ତାରିକଲେ ତମେ ନିଜେ ନାଡାଇ ଅଇଲାସ୍ନି ।
କେ ଜଦି ମୁଇ ନିଜେ ଗଟେକ୍ ଦରମ୍ ଲକ୍ ବଲି ବାବ୍ଲାନି, ସେ ଜଦି ତାର୍ ନିଜର୍ ଜିବ୍ ଜାଗର୍ତା କରେ ନାଇ, ସେ ନିଜେ ଆକା ନାଡାଇ ଅଇଲାନି । ତାର୍ ରିତିନିତି କର୍ବାଟା ଚୁଚାଆଇସେ ।