19 ସେଟାର୍ ପାଇ ଜନ୍ ନିକ କାମ୍ କର୍ବାକେ ମୁଇ ମନ୍ କଲିନି, ସେ କାମ୍ ନ କରି, ଜନ୍ କାରାପ୍ କାମ୍ କର୍ବାକେ ମୁଲ୍କେ ମନ୍ ନାଇ, ସେଟାସେ କଲିନି ।
ସେ ଦିନ୍ ରାତି ସବୁବେଲେ ମସ୍ନେ ଆରି କୁପ୍ଲିତେଇ ରଇ କିର୍କିର୍ତେ ରଇଲା, ଆରି ପାକ୍ନା ସଙ୍ଗ୍ ଗାଗ୍ଡେ ମୁଣ୍ଡେ ମାରିଅଇ କଣ୍ଡିଆ ବଣ୍ଡିଆ ଅଇଜାଇତେରଇଲା ।
ମୁଇ ଜନ୍ଟା କଲିନି, ସେଟା ବୁଜି ନାଇ, ମାତର୍ ଜନ୍ ନିକ କାମ୍ କର୍ବାକେ ମନ୍ କଲିନି ସେଟାସେ କରିନାପାର୍ଲିନି । ଆରି ଜନ୍ କାରାପ୍ କାମ୍ କର୍ବାକେ ମୁଇ ମୁଲ୍କେ ମନ୍ କରି ନାଇ, ସେଟାସେ କଲିନି ।