2 ବିବା ଅଇବା ବିସଇ ଦେକ୍ଲେ, ମୁନୁସ୍ ବଁଚି ରଇବା ଜାକ, ତାର୍ ମାଇଜି ସଙ୍ଗ୍ ବିବା ବାନ୍ଦନେ ବାନ୍ଦିଅଇରଇସି । ମାତର୍ ମୁନୁସ୍ ମରିଗାଲା ପଚେ ତାର୍ ମାଇଜି ଏ ନିୟମେଅନି ମୁକଲ୍ସି ।
ସେ ବଁଚି ରଇଲା ବେଲେ, ତାର୍ ମାଇଜି ଜଦି ବିନ୍ ମୁନୁସ୍କେ ବିବା ଅଇସି, ତେବେ ତାକେ ଚାଡ୍ରି ବଲି କଇବାଇ, ମାତର୍ ମୁନୁସର୍ ମରନ୍ ପଚେ ବିନ୍ ମୁନୁସ୍କେ ବିବା ଅଇଲେ, ତାକେ ଆରି ଚାଡ୍ରି ବଲି ନ କଅତ୍ । ନିୟମ୍ ଇସାବେ ସେ ଗଟେକ୍ ମୁକ୍ଲି ରଇବା ମାଇଜି ।
ଏବେ ଆମେ ନିୟମର୍ ସାସନେଅନି ମୁକଲ୍ଲୁ ଆଚୁ, କାଇକେବଇଲେ ଜନ୍ଟା ଆମ୍କେ ଦିନେକ୍ ବନ୍ଦି କରି ସଙ୍ଗାଇରଇଲା, ସେଟା ଆମର୍ ବିତ୍ରେ ମରିଗାଲାଆଚେ । ଆମେ ଆରି ଆଗ୍ତୁର୍ ପାରା ଲେକାଅଇଲା ନିୟମ୍ ଇସାବେ ପର୍ମେସର୍କେ ସେବାକରୁ ନାଇ । ଏବେ ସୁକଲ୍ ଆତ୍ମା ଦେକାଇଲା ବାଟେ ଇଣ୍ଡ୍ଲୁନି ।
ମୁନୁସ୍ ଜିବନ୍ ରଇବା ଜାକ, ମାଇଜି ବାନ୍ଦି ଅଇରଇସି । ଜଦି ମୁନୁସ୍ ମରିଜାଇସି, ତେବେ ମାଇଜି ମାପ୍ରୁକେ ବିସ୍ବାସ୍ କର୍ବା ଲକ୍କେ, କାକେ ମିସା ବିବା ଅଇପାର୍ସି ।
ମାଇଜିକେ ତାର୍ ନିଜର୍ ଗାଗଡର୍ ଅଦିକାର୍ ନାଇ, ମାତର୍ ମୁନୁସର୍ ଆଚେ । ସେନ୍ତାରିସେ ମୁନୁସ୍କେ ତାର୍ ନିଜର୍ ଗାଗଡର୍ ଅଦିକାର୍ ନାଇ, ମାତର୍ ମାଇଜିର୍ ଆଚେ ।