ରମିୟ 7:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ସେ ବଁଚି ରଇଲା ବେଲେ, ତାର୍ ମାଇଜି ଜଦି ବିନ୍ ମୁନୁସ୍କେ ବିବା ଅଇସି, ତେବେ ତାକେ ଚାଡ୍ରି ବଲି କଇବାଇ, ମାତର୍ ମୁନୁସର୍ ମରନ୍ ପଚେ ବିନ୍ ମୁନୁସ୍କେ ବିବା ଅଇଲେ, ତାକେ ଆରି ଚାଡ୍ରି ବଲି ନ କଅତ୍ । ନିୟମ୍ ଇସାବେ ସେ ଗଟେକ୍ ମୁକ୍ଲି ରଇବା ମାଇଜି । အခန်းကိုကြည့်ပါ။ |