ରମିୟ 7:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ଜେତେଦିନ୍ ଜାକ ଆମେ ଗାଗଡ୍ ମନ୍ କଲା ଇସାବେ ବାନ୍ଦିଅଇରଇଲୁ, ନିୟମ୍ ଆମ୍କେ ନାଇ ବଲି କଇତେରଇଲା । ସେଟା ଆମର୍ ପାପ୍ ଅଦିକ୍ ଅଦିକ୍ କରାଇତେ ରଇଲା । ଆରି ଆମେ ମରନ୍ ବାଟେ ଜାଇତେରଇଲୁ । အခန်းကိုကြည့်ပါ။ |
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।