ରମିୟ 8:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 କାଇକେବଇଲେ ସେନ୍ତି କଲେ, ତମେ ମର୍ସା ମାତର୍ ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ ନିଜର୍ ପାପ୍ଚଲନ୍ ନସ୍ଟ କରି ଆରି ପାପ୍ କାମ୍ ନ କରାସ୍, ତେବେସେ ତମେ ବଁଚ୍ସା । အခန်းကိုကြည့်ပါ။ |
ସେ ଦୟା କଲାକେ, କାରାପ୍ ଚଲାଚଲ୍ତି କର୍ବାଟା ଚାଡିକରି, ବିସ୍ବାସ୍ ନ କର୍ବା ଲକ୍ମନ୍ କର୍ବା ଚଲାଚଲ୍ତି ନ କରି, ସେମନ୍ ଲାଲ୍ସା ଅଇବା ବିସଇ ମନ୍ ନ କର୍ବାକେ ପର୍ମେସର୍ ଆମ୍କେ ସିକାଇଲାନି । ତାର୍ ବାଦୁଲେ ଜେତ୍କି ଦିନ୍ ଆମେ ଏ ଜଗତେ ବଁଚିଆଚୁ, ସେତ୍କି ଦିନ୍ ନିଜେ ଜାଗ୍ରତ୍ ରଇ, ଦରମ୍ ଚଲାଚଲ୍ତି କରି ତାକେ ସାର୍ଦା କରାଇବାକେ ସେ ଆମ୍କେ ବପୁ ଦେଲାନି ।