ରମିୟ 8:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 କାଇକେବଇଲେ ପରମେସର୍ ଦେଲା ଆତ୍ମା, ତମ୍କେ ଗତିଦାଙ୍ଗ୍ଡା ଅଇବା ତେଇଅନି ମୁକ୍ଲାଇଲା ଆଚେ । ତମେ ଆରି ଡର୍ବାର୍ ଲଡା ନାଇ । ମାତର୍ ସୁକଲ୍ଆତ୍ମା ତମ୍କେ ପରମେସରର୍ ପିଲାଟକି କରିଆଚେ । ତାର୍ ବପୁ ଏତାଇକରି ଏବେ ଆମେ ପରମେସର୍କେ “ବାବା, ମର୍ ବାବା !” ବଲି ଡାକ୍ଲୁନି । အခန်းကိုကြည့်ပါ။ |
ଏଲେମିସା କେତେକ୍ ଲକ୍ ତାକେ ସୁନତ୍ କର୍ବାକେ ମନ୍ କର୍ତେ ରଇଲାଇ । ସେମନ୍ ବିସ୍ବାସି ବାଇ ବଲି ନାଡାଇକରି କୁଟିଆଲ୍ ଇସାବେ ଦଲେ ମିସିରଇଲାଇ । କିରିସ୍ଟ ଜିସୁର୍ ସଙ୍ଗ୍ ମିସିରଇଲାର୍ ଲାଗି ଆମେ ଜନ୍ ମୁକ୍ଲିରଇବା ଦିନ୍ ପାଇଲୁଆଚୁ, ସେ ବିସଇ କଜି ମିଲାଇବାକେ ସେମନ୍ ମନ୍ କର୍ତେ ରଇଲା । ଆମ୍କେ ଆରିତରେକ୍ ମସାର୍ ନିୟମର୍ ଦାଙ୍ଗ୍ଡା କର୍ବାକେ ମିସା ମନ୍ କର୍ତେରଇଲାଇ ।