ରମିୟ 8:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 କାଇକେବଇଲେ ଆମେ ପରମେସରର୍ ପିଲାଟକି । ତାର୍ ଲକ୍ମନ୍କେ କାତା ଦେଇରଇବା ଆସିର୍ବାଦେ ଆମେ ମିସ୍ବୁ । ଆରି କିରିସ୍ଟର୍ ପାଇ ପରମେସର୍ ଜନ୍ଟା ଟୁଲାଇ ସଙ୍ଗଇଲା ଆଚେ, ତେଇ ମିସା ଆମର୍ ପାଇ ବାଟା ଆଚେ । ଜଦି ଆମେ ଜିସୁର୍ ଦୁକ୍ପାଇବାତେଇ ମିସ୍ଲୁ ଆଚୁ, ତେବେ ତାର୍ ଡାକ୍ପୁଟା ପାଇବାତେଇ ମିସା ମିସ୍ବୁ । အခန်းကိုကြည့်ပါ။ |
ଏଲେମିସା ଗଟେକ୍ ମୁନୁସର୍ ପାପର୍ ପାଇ ସବୁ ଲକ୍କେ ମରନର୍ ଡଣ୍ଡ୍ ଆଇଲା । ମାତର୍ ସେ ଗଟେକ୍ ମୁନୁସ୍ ଜନ୍ଟାକି କିରିସ୍ଟ, ଜାଇଟା କଲାଆଚେ ସେଟା କେଡେକ୍ ବଡ୍ ବିସଇ ! ଜେତେକ୍ ଲକ୍ ପରମେସର୍ ବଡ୍ ଜିବନ୍ଦୁକାଇଲାଟା ଜବର୍ ଅଇତେ ଇନାମେ ମିଲାଇଆଚତ୍, ସେମନ୍ ଜିସୁକିରିସ୍ଟର୍ ବାଟେଅନି ସବୁ ଲକ୍ ତାର୍ଟାନେ ଦରମ୍ ବଲାଇ ଅଇବାଇ । ସେମନ୍ କିରିସ୍ଟର୍ ସଙ୍ଗ୍ ଜିତି କରି ଜିଉନା କାଉନା କରି ସାସନ୍ କର୍ବାଇ ।