ରମିୟ 8:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ଆମେ, ପରମେସର୍ ଦେଲା ପର୍ତୁମର୍ ଦାନ୍ ପାରା ସୁକଲ୍ଆତ୍ମା ପାଇଲୁଆଚୁ, ଆମେ ମିସା ବିତ୍ରେ ବିତ୍ରେ “ଆନା, ଆୟା !” ଅଇଲୁନି । ଏଲେମିସା ପରମେସର୍ ଆମ୍କେ କୁଟୁମର୍ ଲକ୍ କରାଇକରି ପୁରାପୁରୁନ୍ ମୁକ୍ଲାଇସି ବଲି ଜାଗିକରି ଆଚୁ । အခန်းကိုကြည့်ပါ။ |
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।
ତମର୍ ଜିବନେ ଆଇଲା ଦୁକ୍କସ୍ଟ ସବୁ ତମର୍ ବିସ୍ବାସ୍ ସତ୍ଆଚେ କି ନାଇ ବଲି ପରିକା କର୍ବାକେସେ । ସୁନାର୍ ବିସଇ ବାବିଦେକା, ଏ ଜଗତର୍ ସବୁ ବିସଇର୍ପାରା ସୁନା ମିସା ନସିଜାଇସି । ସୁନା ନିକଟା କି କାରାପ୍ଟା ବଲି ଜାନ୍ବାକେ ଜଇଟାନେ ସିଲାଇବାଇ । ତମର୍ ବିସ୍ବାସ୍ ସୁନାଟାନେଅନି ଅଦିକ୍ ମୁଲିଅ । ସେନ୍ତାର୍ଆଲେ ତମର୍ ବିସ୍ବାସ୍ ନିକଟା କି ନାଇ ବଲି ପରିକା କର୍ବାର୍ ଆଚେ । ତମର୍ ବିସ୍ବାସ୍ ଜଦି ନିକଟା, ଜିସୁ କିର୍ସଟ୍ ଦେକା ଅଇବା ସେ ଦିନେ ତମେ ଡାକ୍ପୁଟା ଆରି ମଇମା ପାଇସା ।