ରମିୟ 8:25 - ସତିଅର୍ ବାଟ୍ ନୁଆ ନିୟମ୍ 202025 ମାତର୍ ଆମେ ଜଦି ନ ଡିସ୍ବା ବିସଇ ଆସାକର୍ବୁ, ତେବେ ଆମ୍କେ ସାଆସ୍ ସଙ୍ଗ୍ ଜାଗ୍ବାକେ ପଡ୍ସି । အခန်းကိုကြည့်ပါ။ |
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।