ରମିୟ 8:28 - ସତିଅର୍ ବାଟ୍ ନୁଆ ନିୟମ୍ 202028 ଜନ୍ ଲକ୍ମନ୍କେ ପରମେସର୍ ତାର୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ଡାକ୍ଲାଆଚେ, ଆରି ସେମନ୍ ତାକେ ଆଲାଦ୍ କଲାଇନି, ସେମନର୍ ପାଇ ସେ ସବୁ ମଙ୍ଗଲର୍ ବିସଇ କରାଇଦେଇସି । အခန်းကိုကြည့်ပါ။ |
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।