ରମିୟ 8:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ସେ ଆମର୍ ଗୁନ୍ଚଲନ୍ ନିକ ନ ରଇଲାକେ, ମସା ଦେଇରଇବା ରିତିନିତି ମାନୁ ନାଇ । ତେଇ ନିୟମ୍ ସାଇଜ କରି ନାପାର୍ଲା । ମାତର୍ ସେଟା ପର୍ମେସର୍ କରିଆଚେ । ସେ ଆମର୍ ପାରା ପାପିମନର୍ ଗଟେକ୍ ଗାଗଡ୍ ଦାରାଇ ତାର୍ ପଅକେ ପାଟାଇଲା । ଆରି ସେ ଏନ୍ତାରିକରି ଆମର୍ ଉପ୍ରେ ରଇବା ପାପର୍ ସାସନ୍ କୁରୁପ୍ନାସ୍ କଲା । အခန်းကိုကြည့်ပါ။ |