31 ଏ ସବୁର୍ତେଇଅନି ଆରି କାଇଟା କଇବାର୍ ଅଇସି ? ଜଦି ପରମେସର୍ ଆମର୍ ବାଟେ ଆଚେ, ତେବେ କେ ଆମର୍ ବିରଦି ଅଇପାର୍ସି ?
ଗଟେକ୍ ଦାଙ୍ଗ୍ଡି ଗାଗ୍ଡେ ଅଇ ପିଲା ଜନମ୍ କର୍ସି, ଆରି ସେ ପିଲା ଲକ୍ମନର୍ ଟାନେ ଇମାନୁଏଲ୍ ବଲି ନାମାଇ ଅଇସି, ଏ ନାଉଁର୍ ଅରତ୍ ଅଇଲାନି, ପର୍ମେସର୍ ଆମର୍ ସଙ୍ଗ୍ ଆଚେ ।
ଇତି ଗଟେକ୍ ପର୍ସନ୍ ଅଇପାରେ, “ଆମର୍ କାରାପ୍ ଚଲାଚଲ୍ତି, ପରମେସରର୍ ଦରମ୍କେ ଚିନାଇ ଦେଇସି ବଇଲେ, ସେ ଆମ୍କେ ଡଣ୍ଡ୍ଦେଇ ଅନିଆଇ କଲାନି ବଲି କଇପାରିଅଇସି କି ?
ଆମର୍ ବାବା ଅବ୍ରାଆମର୍ ବିସଇନେଇ କାଇଟା ବଲି କଉଁ ? ସେ ଆମର୍ ଜିଉଦି ବଁସର୍ ଆନିଦାଦି ରଇଲା । ସେ କେନ୍ତି ଦରମ୍ ବଲାଇ ଅଇଲା ?
ମାତର୍ ତମେ ପର୍ମେସରର୍ ଲକ୍ । ଏ ଆଲାଦର୍ ପିଲାମନ୍, ସେନ୍ତାରି ବୁଲ୍ ସିକିଆ ଦେଉମନର୍ କାତା ମାନା ନାଇ । କାଇକେବଇଲେ ତମର୍ଟାନେ ରଇବା ଆତ୍ମା ଏ ଜଗତର୍ ଲକ୍ମନର୍ ଆତ୍ମାତେଇଅନି ଅଦିକ୍ ବପୁଟା ।