ରମିୟ 8:34 - ସତିଅର୍ ବାଟ୍ ନୁଆ ନିୟମ୍ 202034 ତେବେ ସେମନ୍କେ ଦସି ବଲି କେ କଇନାପାରତ୍ । କିରିସ୍ଟ ଜିସୁ ତା କେବେ ନ କରେ, କାଇକେବଇଲେ ତାକେ ପର୍ମେସର୍ ମଲାତେଇଅନି ଜିବନ୍ କରି ଉଟାଇଲାଆଚେ । ଏବେ ସେ ପରମେସରର୍ ଉଜାବାଟେ ରଇକରି ଆମର୍ପାଇ ଗୁଆରି କରି ପାର୍ତନା କଲାନି । အခန်းကိုကြည့်ပါ။ |
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।