ରମିୟ 8:35 - ସତିଅର୍ ବାଟ୍ ନୁଆ ନିୟମ୍ 202035 ସେନ୍ତାର୍ଆଲେ ତେବେ କେ ମିସା ଆମ୍କେ କିରିସ୍ଟର୍ ଆଲାଦେଅନି ବେଗ୍ଲାଇ ନାପାରତ୍ । ଦୁକେ ରଇଲେ ମିସା, କସ୍ଟ ପାଇକରି ରଇଲେ ମିସା, ନିନ୍ଦା ପାଇକରି ରଇଲେ ମିସା, କାକୁର୍ତି ଅଇକରି ରଇଲେ ମିସା, ବୁକେ ରଇଲେ ମିସା, ବିପଦେ ରଇଲେ ମିସା କି ମରାଇଲେ ମିସା ଏ ସବୁ ବେଗ୍ଲାଇ ନାପାରେ । အခန်းကိုကြည့်ပါ။ |