ରମିୟ 8:36 - ସତିଅର୍ ବାଟ୍ ନୁଆ ନିୟମ୍ 202036 ସାସ୍ତରେ ଲେକାଆଚେ, “ତମର୍ଲାଗି ସବୁ ଦିନ୍ ଆମେ ମରନର୍ ମୁଆଟେ ଗାଲୁନି, ପୁଜ୍ବାକେ ନେଲା ମେଣ୍ଡାପିଲା ପାରା ଆମେ ବାଚି ଅଇଲୁ ଆଚୁ ।” အခန်းကိုကြည့်ပါ။ |
ସେମନ୍ ଜଦି ଆମେ କିରିସ୍ଟର୍ ଦାଙ୍ଗ୍ଡା ବଇଲେ, ମୁଇ ମିସା ଗଟେକ୍ ଦାଙ୍ଗ୍ଡା । ମାତର୍ ସେମନର୍ ଟାନେ ଅନି ମୁଇ ଅଦିକ୍ ନିକ ଦାଙ୍ଗ୍ଡା । ନିଜ୍କେ ବଡ୍ କରାଇ ମୁଇ ଗଟେକ୍ ବାୟାଲକର୍ ପାରା କାତା ଅଇଲିନି ବଲି ଜାନିଆଚି । ମୁଇ ତାକର୍ଟାନେ ଅନି ଅଦିକ୍ ଆବଡ୍ କାମ୍ କରିଆଚି, ଅଦିକ୍ ତର୍ ବନ୍ଦିଗରେ ରଇଆଚି, ଅଦିକ୍ ତର୍ ମାଡ୍ କାଇଆଚି, ଅଦିକ୍ ତର୍ ମଲାସମାନ୍ ଅଇଜାଇରଇଲି ।