ରମିୟ 8:37 - ସତିଅର୍ ବାଟ୍ ନୁଆ ନିୟମ୍ 202037 ଜେ ଆମ୍କେ ଆଲାଦ୍ କଲାଇନି, ତାର୍ ସାଇଜ ସଙ୍ଗ୍ ଆମେ ଏ ସବୁର୍ ଉପ୍ରେ ଜିତି ଆଚୁ । အခန်းကိုကြည့်ပါ။ |
ମାତର୍ ସେ ଏନ୍ତାରି କଇଲା, “ତମ୍କେ ଜେତ୍କି ସବୁ ଲଡା ଆଚେ, ମର୍ ଜିବନ୍ ଦୁକାଇଲାଟା, ସେଟା ପୁରାପୁରୁନ୍ କର୍ବାକେ ଅଇସି । କାଇକେବଇଲେ ଜେଡେବେଲେ ତୁଇ ଦୁର୍ବଲ୍ ରଇସୁ, ସେବେଲେ ମର୍ ବପୁ ନିକକରି ଡିସ୍ସି ।” ତେବେ ମର୍ ଦୁର୍ବଲ୍ ବିସଇନେଇ ବଡ୍ପନ୍ ଅଇକରି କଇବାକେ ମକେ ବେସି ସାର୍ଦା ଲାଗ୍ସି । କାଇକେବଇଲେ ମୁଇ ଦୁର୍ବଲ୍ ରଇଲାବେଲେ କିରିସ୍ଟର୍ ବପୁ ମକେ ସାଇଜ କର୍ବାଟା ଜାନ୍ଲିନି ।