ରମିୟ 8:38 - ସତିଅର୍ ବାଟ୍ ନୁଆ ନିୟମ୍ 202038 ମୁଇ ସତଇସେ ଜାନ୍ଲିନି ଜେ, ପର୍ମେସର୍ ଜନ୍ ବଡ୍ ଆଲାଦ୍ ଆମ୍କେ ଦେକାଇଲାଆଚେ, ସେ ଆଲାଦେଅନି କାଇଟା ମିସା ଆମ୍କେ ବେଗ୍ଲାଇ ନାପାରେ । ଆମେ ମରିଗାଲେ କି ଜିବନ୍ ରଇଲେ, ସରଗର୍ ଦୁତ୍ ଅଅତ୍ କି ସାସନ୍କାରିଆମନ୍, କି କାଇ ବିନ୍ ବପୁ, କି ଏବେ ଜନ୍ଟା ଅଇଲାନି, ପଚ୍କେ ଜନ୍ଟା ଅଇସି, အခန်းကိုကြည့်ပါ။ |