ରମିୟ 8:39 - ସତିଅର୍ ବାଟ୍ ନୁଆ ନିୟମ୍ 202039 ଉପ୍ରର୍ ଦୁନିଆ କି ତଲର୍ ଦୁନିଆ, ଏ ଜଗତେ ତିଆର୍ ଅଇରଇବା କାଇ ବିସଇ ମିସା ପର୍ମେସରର୍ ବଡ୍ ଆଲାଦେ ଅନି ଆମ୍କେ ବେଗ୍ଲାଇ ନାପାରେ । ଆମର୍ ମାପ୍ରୁ ଜିସୁକିରିସ୍ଟକେ ଦେଲା ପରମେସରର୍ ସେ ବଡ୍ ଆଲାଦେ ଅନି, ଏ ସବୁ ବିସଇ ଆମ୍କେ ଦେକାଇଲା ଆଚେ । ଏଟା ମୁଇ ଜାନିଆଚି । အခန်းကိုကြည့်ပါ။ |
ତେଇ ପସୁକେ ବନ୍ଦିକରି ନେଲାଇ । ତାର୍ ସଙ୍ଗ୍ ଜନ୍ ମିଚ୍ କଇବା ବବିସତ୍ବକ୍ତା, ଜେ କି ତାର୍ ମୁଆଟେ କାବାଅଇଜିବା କାମ୍ମନ୍ କର୍ତେରଇଲା, ତାକେ ମିସା ବନ୍ଦିଗରେ ନେଲାଇ । ଏ କାବାଅଇଜିବା କାମ୍ମନର୍ ଲାଗି ସେ ଲକ୍ମନ୍କେ ନାଡାଇରଇଲା । ଜନ୍ ଲକ୍ମନ୍ କି ପସୁର୍ ଚିନ୍ ଗଦିଅଇକରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଦୁଇଲକ୍ଜାକ ଜିବନ୍ ରଇତେ ଗନ୍ଦ୍ ଅଇତେରଇବା ଜଇର୍ ଗାଡେ ପିଙ୍ଗାଅଇଲା ।