ରମିୟ 8:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ଜଦି ସତଇସେ ପରମେସରର୍ ସୁକଲ୍ଆତ୍ମା ତମର୍ ବିତ୍ରେ ଆଚେ, ତେବେ ତମେ ଆରି ମୁନୁସର୍ ଚାଲିଚଲନ୍ ପାରା ଜିଉନାକାଉନା କରିନାପାରାସ୍, ମାତର୍ ଜିବନେ ସୁକଲ୍ ଆତ୍ମାର୍ ଆଦେସ୍ ମାନ୍ସା । ଜାର୍ତେଇ କିରିସ୍ଟର୍ ଆତ୍ମା ନାଇ, ସେ କେବେ ମିସା ତାକର୍ ଲକ୍ ଅଇନାପାରେ । အခန်းကိုကြည့်ပါ။ |
ପର୍ମେସରର୍ ମନ୍ଦିରେ ପୁତ୍ଲା ପୁଜା କର୍ବାର୍ ନ ଅଏ । ଆମେ ପର୍ମେସରର୍ ମନ୍ଦିର୍ ପାରା । କାଇକେବଇଲେ ଜିବନ୍ ରଇବା ପର୍ମେସର୍ ଆମର୍ ବିତ୍ରେ ବାସା ଅଇଆଚେ । ସେ ନିଜେ କଇଲାଆଚେ “ ଜନ୍ ଲକ୍ମନ୍ ମର୍ ଲକ୍, ମୁଇ ସେମନର୍ ସଙ୍ଗ୍ ରଇବି । ତାକର୍ ବିତ୍ରେ ଚାଲାବୁଲା କର୍ବି । ମୁଇ ସେମନର୍ ପର୍ମେସର୍ ଅଇବି । ଆରି ସେମନ୍ ମର୍ ଲକ୍ ଅଇବାଇ ।”