10 ଏ ପିଲା ଆମର୍ ପୁର୍ବର୍ ଆନିଦାଦି ଇସାକ୍ ରଇଲା । ରିବିକାର୍ ଜଅଁଲା ପିଲାମନ୍ବିତ୍ରେ ଅନି ଗଟେକ୍ ବାବା ଇସାକର୍ଟାନେଅନି ଅଇରଇଲା ।
ଆରି ଗଟେକ୍ ବିସଇ ଅଇଲାନି, ତର୍ ଆମର୍ ମଜାଇ ଗଟେକ୍ ବଡେଟା ପାଗଡ୍ ଆଚେ । ଇତିର୍ ଲକ୍ ସିତି ଜାଇ ନଏଁ ଆରି ସିତିର୍ ଲକ୍ ଇତି ଆସି ନଏଁ ” ବଲି କଇଲା ।
ଅବ୍କା ସେତ୍କିସେ ନଏ, ମାପ୍ରୁ ଜିସୁକିରିସ୍ଟର୍ ତେଇଅନି ପରମେସର୍ ଜନ୍ ସବୁ କାମ୍ କଲାଆଚେ, ସେଟାର୍ ପାଇ ଆମର୍ ମନ୍ ଉଡୁକ୍ଦୁଡୁକ୍ ଆରି ସାର୍ଦାଇ ପୁରୁନ୍ ଅଇଆଚେ। ସେ ଜିସୁ ପରମେସର୍ ସଙ୍ଗ୍ ଆମ୍କେ ଆରିତରେକ୍ ମିସାଇଲା ଆଚେ ।
ସବୁ ରକାମର୍ ଦୁକ୍ କସ୍ଟ ମୁର୍ଚି କରି ସାର୍ଦା ଅଇଲୁନି, କାଇକେବଇଲେ ତେରେପେତେ ନ ଅଇ କସ୍ଟ ମୁରଚ୍ଲେ, ମନେ ସାଆସ୍ ଆଇସି ।