ରମିୟ 9:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ପରମେସର୍ ରିବିକାକେ କାତା ଦେଇରଇଲା । ବଡ୍ ପିଲା ସାନ୍ ପିଲାର୍ ଗତିଦାଙ୍ଗ୍ଡା ଅଇସି । ଜଁଲା ପିଲାମନ୍ ଜନମ୍ ନ ଅଇତେ, ଆରି ନିକ କାମ୍ କି ବାନିଆ କାମ୍ କର୍ବା ଆଗ୍ତୁ ଏଟା ପର୍ମେସର୍ କଇରଇଲା । ଜନ୍ ପିଲାକେ ସେ ବାଚ୍ଲା, ପିଲା କରିରଇବା କାମର୍ ଲାଗି ଅଏନାଇ । ମାତର୍ ପର୍ମେସର୍ କରିରଇବା ଜଜ୍ନାର୍ ପୁରାପୁରୁନ୍ ଅଇବାକେସେ ସେଟା ଅଇଲା । အခန်းကိုကြည့်ပါ။ |
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।