15 କାଇକେବଇଲେ ସେ ପୁର୍ବେ ମସାକେ କଇରଇଲା, “ମୁଇ ଜାକେ ମନ୍ କର୍ବି ତାକେ ଦୟା ଦେକାଇବି ଆରି ଜିବନ୍ ଦୁକାଇବି ।
ସେଟାର୍ ପାଇ ପରମେସର୍ ତାର୍ ଲକ୍ମନ୍କେ ଦେବା ସବୁ ମଙ୍ଗଲର୍ ଦାନ୍ ଲକ୍ମନ୍ ମନ୍ କଲାକେ କି ତାକର୍ ନିକ କାମ୍ କଲାକେ ଅଏ ନାଇ । ମାତର୍ ପର୍ମେସରର୍ ଜିବନ୍ ଦୁକାନିଟାନେଅନି ସେ ସେଟା ଅଇଲାଆଚେ ।”