2 ଏଟା ମୁଇ କିରିସ୍ଟକେ ସାକିଦେଇ କଇଲିନି । ମୁଇ ଜେ କେଡେକ୍ ତେରେପେତେ ଆରି ନ ସାର୍ବା ଦୁକେ, ମର୍ ମନ୍ କେଡେକ୍ ଉଡୁକ୍ ଦୁଡୁକ୍ ଅଇଲାନି ।
ଏ ବାଇବଇନିମନ୍, ମର୍ ନିଜର୍ ଲକ୍ ମୁକ୍ତି ପାଅତ୍ ବଲି ମୁଇ ବେସି ମନ୍ କଲିନି । ଆରି ଏଟାର୍ପାଇ ମୁଇ ସବୁବେଲେ ପର୍ମେସର୍କେ ପାର୍ତନା କଲିନି ।
ମୁଇ ତମ୍କେ ଗଟେକ୍ ସତ୍କାତା କଇବି । ମୁଇ କିରିସ୍ଟର୍ ଲକ୍, ଆରି ସୁକଲ୍ ଆତ୍ମା ମର୍ ବିବେକ୍କେ ଡାକିନେଲାନି । ସେଟାର୍ପାଇ ମିସା ମୁଇ ମିଚ୍ କଇନାଇ ବଲି ଜାନ୍ଲିନି ।
କାଇକେବଇଲେ ମର୍ ରକତ୍ ମାଉଁସ୍ ରଇବା ଜିଉଦି ବାଇବଇନିମନ୍ କିରିସ୍ଟକେ ବିସ୍ବାସ୍ କରତ୍ ନାଇ । ଜଦି ଏଟା ଅଇପାର୍ସି, ତେବେ ମୁଇ ମନ୍ କଲିନି, ନିଜେ ତାକର୍ ପାଇ ପରମେସରର୍ଟାନେ ସାଇପ୍ ପାଇକରି, କିରିସ୍ଟର୍ତେଇ ଅନି ବେଗଲ୍ବି ବଲି ।
କାଇକେ ବଇଲେ ମୁଇ ତମ୍କେ ଆଗ୍ତୁ କେତେତର୍ କଇ ସାରାଇଆଚି, ଆରି ଏବେ ବେସି ଦୁକର୍ ସଙ୍ଗ୍ କାନ୍ଦିକରି କଇଲିନି, ବେସି ଲକ୍ କିରିସ୍ଟର୍ ବିରଦି ଇସାବେ ଚଲାଚଲ୍ତି କର୍ବାଇ ।
ବାସ୍ତା ପିନ୍ଦିରଇବା ଦୁଇଟା ସାକିମନ୍କେ ମୁଇ ପାଟାଇବି । ସେ ବାରସ ସାଟେଦିନ୍ ମୁଇ ସେମନ୍କେ କଇଲାଟା ଜାନାଇବାଇ ।