28 କାଇକେବଇଲେ ମାପ୍ରୁ ଦାପ୍ରେସେ ଗୁଲାଇ ଜଗତର୍ ନିଆଇ ବିଚାର୍ କର୍ସି ।”
ସେବେଲେ ଜନ୍ ଦୁକ୍ ପାଇବାକେ ପଡ୍ସି, ଦୁନିଆ ତିଆର୍ ଅଇଲାଟାନେଅନି ଆଜିକେ ଜାକ ଅଇ ରଇବା ସବୁ କସ୍ଟତେଇଅନି ଅଦିକ୍ ଅଇଜାଇସି । ସେନ୍ତାରି ଦୁକ୍ ଆଗ୍କେ ଆରି କେବେ ନ ଆସେ ।
ସେ ଗଟେକ୍ ଦିନ୍ ଟିକ୍ କଲା ଆଚେ । ସେ ଦିନେ, ସେ ବାଚିରଇବା ଲକର୍ ସଙ୍ଗ୍ ଗୁଲାଇ ଦୁନିଆର୍ ବିଚାର୍ କର୍ସି । ସେ ଲକ୍ ମଲାଟାନେଅନି ଉଟି ଏ କାତା ସତ୍ ବଲି, ସବୁକେ ଜାନାଇଲା ଆଚେ ।
ତାର୍ପଚେ ସରଗ୍ ଉଗାଡି ଅଇଲାଟା ମୁଇ ଦେକ୍ଲି । ଆରି ଏଦେ ଦେକା ! ଗଟେକ୍ ଦବ୍ ଗଡା ଆଇବାଟା ଡିସ୍ଲା । ଗଡା ଚାଲାଉର୍ ନାଉଁ ଅଇଲାନି ବିସ୍ବାସ୍ କର୍ବାଟା ଆରି ସତ୍ଟା । ସେ ଅନିଆଇ ନ କରି ତାର୍ ଜୁଇଦ୍ କର୍ସି ଆରି ଜିତ୍ସି ।