ରମିୟ 9:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 କାଇକେବଇଲେ ମର୍ ରକତ୍ ମାଉଁସ୍ ରଇବା ଜିଉଦି ବାଇବଇନିମନ୍ କିରିସ୍ଟକେ ବିସ୍ବାସ୍ କରତ୍ ନାଇ । ଜଦି ଏଟା ଅଇପାର୍ସି, ତେବେ ମୁଇ ମନ୍ କଲିନି, ନିଜେ ତାକର୍ ପାଇ ପରମେସରର୍ଟାନେ ସାଇପ୍ ପାଇକରି, କିରିସ୍ଟର୍ତେଇ ଅନି ବେଗଲ୍ବି ବଲି । အခန်းကိုကြည့်ပါ။ |