ରମିୟ 9:30 - ସତିଅର୍ ବାଟ୍ ନୁଆ ନିୟମ୍ 202030 ସେଟାର୍ ପାଇ ଜିଉଦି ନଇଲାଲକ୍ମନର୍ ବିସଇନେଇ ଏଟା କଇପାରୁ, ସେମନ୍ ଦରମ୍ ଲକ୍ ବଲାଇ ଅଇବାକେ ମନ୍ କରି ନ ରଇଲାଇ ମିସା, ସେମନର୍ ବିସ୍ବାସ୍ ଲାଗି ସେମନ୍ ପର୍ମେସରର୍ ମୁଆଟେ ଦରମ୍ଲକ୍ ବଲାଇ ଅଇଲାଇ ଆଚତ୍ । အခန်းကိုကြည့်ပါ။ |
ସୁନତ୍ ଅଇବା ଆଗ୍ତୁ, ଅବ୍ରାଆମର୍ ବିସ୍ବାସ୍ ଲାଗି ପରମେସର୍ ତାକେ ଦରମ୍ ଲକ୍ ଇସାବେ ଡାକି ରଇଲା । ଏଟା ଜାନାଇବାକେ ଗଟେକ୍ ଚିନ୍ପାରା ଅବ୍ରାମ୍ ଏ ସୁନତ୍ବିଦି କର୍ବାଟା ନାମି ରଇଲା । ଜେନ୍ତାର୍କି ଜନ୍ ଲକ୍ମନ୍ ସୁନତ୍ ନ ଅଇକରି ମିସା, ବିସ୍ବାସ୍ କର୍ବାଇ, ସେମନ୍ ଦରମ୍ଲକ୍ ବଲି ଏଜାଇ ଅଇବାଇ । ସେଟାର୍ପାଇ ଗାଗଡ୍ ଇସାବେ ଅବ୍ରାଆମ୍ ସେମନର୍ ବାବା ବଲାଇଅଇସି,
ଅଇଲେ ମିସା ଆମେ ଜାନୁ, ମସାର୍ ନିୟମର୍ ଦାବି ପୁରାପୁରୁନ୍ କଲେ ନଏଁ, ମାତର୍ ଉଜେ ଜିସୁ କିରିସ୍ଟର୍ତେଇ ବିସ୍ବାସ୍ କଲେ, ଗଟେକ୍ ଲକ୍ ପରମେସରର୍ ମୁଆଟେ ଦସ୍ ନ ରଇବା ଲକ୍ ବଲାଇଅଇସି । ତାର୍ ମୁଆଟେ ଦରମ୍ ଲକ୍ ବଲାଇଅଇବାକେ, ଆମେ ଜିଉଦିମନ୍ ମିସା ଜିସୁକିରିସ୍ଟକେ ବିସ୍ବାସ୍ କଲୁନି । କାଇକେବଇଲେ ପର୍ମେସରର୍ ମୁଆଟେ କେମିସା ନିୟମ୍ ମାନ୍ବା ଲକ୍ ଦରମ୍ ବଲି ଏଜାଇ ନ ଅଅତ୍ ।
ନଅର୍ ବିସଇ ବାବିଦେକା । ତାର୍ ବିସ୍ବାସର୍ ଲାଗି ପଚ୍କେ ଅଇବା ବିସଇ ପର୍ମେସର୍ ତାକେ ଜାଗ୍ରତ୍ କରାଇଲାକେ, ସେ କାତା, ସେ ଏଲାକରେ ନାଇ । ତାର୍ ଆଗ୍ତୁ ସେ ସେନ୍ତାରିଟା କାଇଟା ନ ଦେକିରଇଲେ ମିସା, ସେ ବିସ୍ବାସ୍ କଲା । ତାର୍ପଚେ ସେ ଆରି ତାର୍ କୁଟୁମ୍ ରକିଆ ପାଇବାକେ ଗଟେକ୍ ବଡ୍ ଡଙ୍ଗା ତିଆର୍ କଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ଲକ୍ ବଲି ଏଜ୍ଲା, ମାତର୍ ବିନ୍ଲକ୍ମନ୍କେ ଦସି କଲା ।
କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ ଜନ୍ଟା କର୍ବାକେ ମନ୍ କର୍ବାଇ, ସେନ୍ତାରି ତମେମିସା କର୍ତେ ରଇଲାସ୍ । ଆରି ସେନ୍ତାରି କରି କରି ଚୁଚାଇ ଚୁଚାଇ ଦିନ୍ ଗାଲା । ତମର୍ ଗାଗଡର୍ ପାପେରଇବା ଗୁନ୍ଚଲନ୍ ଇସାବେ ଲାଜର୍ ବିସଇ, ପାଦ୍ରା କାମ୍ କର୍ବାକେ ମନ୍ କର୍ବା ବିସଇ, ମାତିରଇବା ବିସଇ, କରାପ୍ ବିସଇଟାନେ ମଜାମଜ୍ଲିସ୍ କର୍ବା ବିସଇ ଆରି ପର୍ମେସର୍ ଗିନ୍କର୍ବା ପୁତ୍ଲା ପୁଜା କର୍ବାଟାମନ୍ କର୍ତେରଇଲାସ୍ ।