ଜିସୁ କଇଲା, “ଆରି ଗଟେକ୍ କାତା ସୁନା, ଗଟେକ୍ ସାଉକାର୍ ତାର୍ ଜମିଟାନେ ଅଙ୍ଗୁର୍ ଚାସ୍ କରିରଇଲା । ତେଇ ଚାରିବେଟ୍ତି ବାଡ୍ ବୁନ୍ଲା ଆରି ଅଙ୍ଗୁର୍ ପିଲ୍ବାକେ ଗଟେକ୍ କୁଣ୍ଡ୍ ତିଆର୍କଲା । ଆରି ଜାଗୁଆଲିର୍ ପାଇ ଗଟେକ୍ ମାଚା ମିସା ତିଆର୍ କରିଦେଲା । ତାର୍ ପଚେ ସେ ଜମି, ଚାସିମନ୍କେ ଆଦିବାଗ୍ ଇସାବେ ଦେଇକରି, ସାଉକାର୍ ବିଦେସେ ଉଟିଗାଲା ।”